Thursday, November 12, 2026
Home ଆଞ୍ଚଳିକ ଗଞ୍ଜାମ ଜିଲ୍ଲା ସୂଚନା ଲୋକ ସଂପର୍କ ଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ

ଗଞ୍ଜାମ ଜିଲ୍ଲା ସୂଚନା ଲୋକ ସଂପର୍କ ଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ

22

ଛତ୍ରପୁର, ୧୧-୦୬ (ଜ଼ିଲ୍ଲା ଖବର): ଗଞ୍ଜାମ ଜିଲ୍ଲାରେ ନୂତନ ସୂଚନା ଲୋକ ସଂପର୍କ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ରବି ନାରାୟଣ ବେହେରା । ଆଜି ଜିଲ୍ଲା କାର୍ଯ୍ୟାଳୟ ପରିସରରେ ସମସ୍ତ କର୍ମଚାରୀଙ୍କ ଉପସ୍ଥିତିରେ ଶ୍ରୀ ବେହେରା ଦାୟିତ୍ୱ ଗ୍ରହଣ କରିଛନ୍ତି । ୧୯୯୬ ମସିହାରୁ ଓଡ଼ିଶା ସୂଚନା ସେବାରେ ଯୋଗଦାନ କରିବା ସହ ପ୍ରଥମେ ଜୟପୁର ଠାରୁ ଉପଖଣ୍ଡ ସୂଚନା ଓ ଲୋକ ସଂପର୍କ ଅଧିକାରୀ ନିଜର କାର୍ଯ୍ୟ ଆରମ୍ଭ କରିଥିଲେ ।