
ବାଲିଗୁଡା,୦୩/୦୮ {ଜିଲ୍ଲା ଖବର}କନ୍ଧମାଳ ଜିଲ୍ଲା କ.ନୂଆଗାଁ ବ୍ଲକ ର ଧରମପୁର ଘାଟିରେ ଏକ ଆଳୁ ବୋଝେଇ ଟ୍ରକ ବାଲିଗୁଡ଼ା ଅଭିମୁଖେ ଆସୁଥିବା ବେଳେ ଧରମପୁର ଘାଟିରେ ଭାରସାମ୍ୟ ହରାଇ ଟ୍ରକଟି ଓଲଟି ପଡ଼ିଛି। ଟ୍ରକ ର ଡ୍ରାଇଭର ଆହତ ହୋଇଥିବା ଜଣା ପଡିଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।
ରିପୋର୍ଟ ସୁକାନ୍ତ କୁମାର ତ୍ରିପାଠୀ



