Monday, October 12, 2026
Home ଜାତୀୟ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହରୁଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହରୁଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

13

ନୂଆଦିଲ୍ଲୀ,୧୪-୧୧-୨୦୨୦(ଜିଲ୍ଲା ଖବର):

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହରୁଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଅଭିନନ୍ଦନ ଜଣାଇଛନ୍ତି।

“ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପ. ଜବାହରଲାଲ ନେହରୁଙ୍କୁ ତାଙ୍କ ଜୟନ୍ତୀ ଅବସରରେ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି”, ପ୍ରଧାନମନ୍ତ୍ରୀ କହିଥିଲେ।