
ନୂଆଦିଲ୍ଲୀ,୨୧-୧୧-୨୦୨୦(ଜ଼ିଲ୍ଲା ଖବର) :
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଛଟ ପର୍ବ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏକ ଟ୍ଵିଟ ଜରିଆରେ ଶ୍ରୀ ମୋଦୀ ଶୁଭେଚ୍ଛା ଜଣାଇଛନ୍ତି । ଛଟି ମୟାଁ ସମସ୍ତଙ୍କୁ ସୁଖ ଏବଂ ସମୃଦ୍ଧି ପ୍ରଦାନ କରିବା ସହ ସୂର୍ଯ୍ୟ ଦେବ ତାଙ୍କ ଶୌର୍ଯ୍ୟ ପ୍ରଦାନ କରନ୍ତୁ ବୋଲି ସେ କାମନା କରିଛନ୍ତି ।







