Thursday, August 6, 2026
Home ଜିଲ୍ଲା ଖୋର୍ଦ୍ଧା ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି

ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି

66

ଭୁବନେଶ୍ଵର,୨୩-୧୧-୨୦୨୦(ଜିଲ୍ଲା ଖବର): ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି। ଲୋକଙ୍କ ଉନ୍ନତି, ଓଡ଼ିଶାର ପ୍ରଗତି ସମେତ ଓଡ଼ିଆ ଭାଷା, ସାହିତ୍ୟର ସୁରକ୍ଷା ଏବଂ ପ୍ରସାର କ୍ଷେତ୍ରରେ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ। (ସ୍ରୋତ: ନ ଓ)