ଭୁବନେଶ୍ୱର: ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ପୁରୋଧା, ବିଶିଷ୍ଟ ସାହିତ୍ୟିକ ପଣ୍ଡିତ ନୀଳମଣି ବିଦ୍ୟାରତ୍ନଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି। ଓଡ଼ିଆ ଭାଷା, ସାହିତ୍ୟକୁ ସମୃଦ୍ଧ କରୁଥିବା କାଳଜୟୀ ସୃଷ୍ଟି ଓ ସମାଜ ସଂସ୍କାର ଦିଗରେ ତାଙ୍କ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ।