Saturday, August 1, 2026
Home ଆଞ୍ଚଳିକ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜ ଦେଓଙ୍କ ୧୫୦ତମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି

ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜ ଦେଓଙ୍କ ୧୫୦ତମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି

29
ipr

ଭୁବନେଶ୍ୱର, (ଆଇ ପି ଆର): ଓଡ଼ିଆ ଭାଷା ଆନ୍ଦୋଳନ ତଥା ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜ ଦେଓଙ୍କ ୧୫୦ତମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି। ରାଜ୍ୟର ପ୍ରଗତିକୁ ନୂଆ ଦିଗ ଦେବା ସହ ଓଡ଼ିଆ ଭାଷା, ସାହିତ୍ୟ, ସ୍ୱାସ୍ଥ୍ୟ, ପ୍ରଶାସନିକ ସେବା ଓ ଶିକ୍ଷାର ପ୍ରସାର କ୍ଷେତ୍ରରେ ତାଙ୍କ ଅତୁଳନୀୟ ଅବଦାନ ଚିରସ୍ମରଣୀୟ।