ଖୋର୍ଦ୍ଧାଜିଲ୍ଲାମୁଖ୍ୟ ଖବରରାଜ୍ୟଶିକ୍ଷା ବିଶିଷ୍ଟ ସାହିତ୍ୟିକ ପଲ୍ଲୀକବି ନନ୍ଦକିଶୋର ବଳଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି By Zilla Khabar - December 22, 2020 70 FacebookXPinterestWhatsApp ଭୁବନେଶ୍ୱର: ବିଶିଷ୍ଟ ସାହିତ୍ୟିକ ପଲ୍ଲୀକବି ନନ୍ଦକିଶୋର ବଳଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି। ଗ୍ରାମୀଣ ଜୀବନ ଓ ପଲ୍ଲୀ ପ୍ରକୃତିକୁ ନେଇ କାବ୍ୟ ରଚନା ସହ ଶିଶୁ ସାହିତ୍ୟ କ୍ଷେତ୍ରରେ ନିଜ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ।