Thursday, November 12, 2026
Home ଆଞ୍ଚଳିକ ଗଞ୍ଜାମ ଜିଲ୍ଲାରେ ଧାନ ସଂଗ୍ରହ

ଗଞ୍ଜାମ ଜିଲ୍ଲାରେ ଧାନ ସଂଗ୍ରହ

31
ipr

ଭୁବନେଶ୍ୱର(ଆଇପିଆର): ଗଞ୍ଜାମ ଜିଲ୍ଲାରେ ଧାନ ସଂଗ୍ରହ (ଖରିଫ ଋତୁ) ପାଇଁ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳରେ ରାଧାକାନ୍ତ ମହିଳା ସ୍ୱୟଂସହାୟକ ଗୋଷ୍ଠୀ ଓ ଆସ୍କା ବ୍ଲକରେ ଗାୟତ୍ରୀ ମହିଳା ସ୍ୱୟଂସହାୟକ ଗୋଷ୍ଠୀ ଉଦଘାଟନ କରାଯାଇଛି।