
ଭୁବନେଶ୍ୱର,(ଏମ ଏସ ପି): ବିଜୁ ଜନତା ଦଳର ୨୪ ତମ ପ୍ରତିଷ୍ଠା ଦିବସରେ ଓଡ଼ିଶାର ଜନସାଧାରଣଙ୍କ ସମେତ ଦଳର କର୍ମୀ ଭାଇ ଓ ଭଉଣୀମାନଙ୍କୁ ଶୁଭେଚ୍ଛା। ଆପଣଙ୍କ ଅକୁଣ୍ଠ ଭଲପାଇବା, ଆଶୀର୍ବାଦ ଓ ଉତ୍ସର୍ଗୀକୃତ କାର୍ଯ୍ୟ ବଳରେ ବିଜୁ ଜନତା ଦଳ ଲୋକମାନଙ୍କ ଦଳ ସାଜିଛି। ଆସନ୍ତୁ ଏହି ସମ୍ପର୍କକୁ ଅତୁଟ ରଖି ଏକ ଶ୍ରେଷ୍ଠ ଓଡ଼ିଶା ଗଠନ ଦିଗରେ ଆଗକୁ ବଢ଼ିବା।


