Friday, October 16, 2026
Home ଆଞ୍ଚଳିକ ଓଡ଼ିଶାର ବରପୁତ୍ର, ମହାନ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି।

ଓଡ଼ିଶାର ବରପୁତ୍ର, ମହାନ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି।

16
ipr

ଭୁବନେଶ୍ୱର,(ଆଇ ପି ଆର): ଓଡ଼ିଶାର ବରପୁତ୍ର, ମହାନ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି। ତାଙ୍କର ଦୃଢ ଆତ୍ମବିଶ୍ଵାସ, ଅନନ୍ୟ ବିଚାରଧାରା ଓ ଦେଶ ପ୍ରତି ସମପର୍ଣ ଭାବ ସର୍ବଦା ପ୍ରେରଣାଦାୟୀ।