72ତମ ଗଣତନ୍ତ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଏକ ଟ୍ଵିଟ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ସମସ୍ତ ଦେଶବାସୀଙ୍କୁ ଗଣତନ୍ତ୍ର ଦିବସରେ ଅନେକ ଅନେକ ଶୁଭକାମନା । ଜୟ ହିନ୍ଦ୍ ।