
ଭୁବନେଶ୍ୱର,(ଆଇ ପି ଆର): ସୁନ୍ଦରଗଡ ଜିଲ୍ଲାର ସମସ୍ତ ୧୭ଟି ବ୍ଲକରେ ସିନ୍ଥେଟିକ୍ ଟର୍ଫ ନିର୍ମାଣ କରି ହକି ଭିତ୍ତିଭୂମି ସୁଦୃଢ଼ କରିବା ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ବେଳେ @sports_odisha ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ୩ ଦିନିଆ ସୁନ୍ଦରଗଡ଼ ଜିଲ୍ଲାଗସ୍ତ କରି ଏହି ପ୍ରକଳ୍ପର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି।



