
ଖୋର୍ଦ୍ଧା,୧୫/୦୩(ଜିଲ୍ଲା ଖବର) : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ ରବିବାର ୨୦ଟି ଜିଲାରୁ ୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥୁମଧ୍ୟରୁ ୪୩ ସଙ୍ଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୨୮ ସ୍ଥାନୀୟ ସଂକ୍ରମିତ ବୋଲି ଜଣାପଡ଼ିଛି ।
କରୋନା ନିୟମାବଳୀ ଅନୁପାଳନକୁ କଡ଼ାକଡ଼ି ତଦାରଖ କରିବାକୁ ପ୍ରଶାସନ ଓ ପୁଲିସକୁ ନିର୍ଦ୍ଦେଶ ଦେଇଛନ୍ତି ।ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ।
ରୀପୋର୍ଟ ,ସଞ୍ଜୀବ କୁମାର



