
ବାଲେଶ୍ୱର, ୦୭/୦୪/୨୧ (ଜିଲ୍ଲା ଖବର) : ବାଲେଶ୍ୱର ରେମୁଣା ଥାନା ଭିତରେ ଅଭିଯୋଗକାରୀଙ୍କୁ ଆକ୍ରମଣ ଅଭିଯୋଗ । ପୂର୍ବଶତ୍ରୁତାରୁ ଭୁଜାଲିରେ ଆକ୍ରମଣ ହୋଇଥିବା ଅଭିଯୋଗ । 2ଜଣଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ଥାନାକୁ ଅଭିଯୋଗ ନେଇ ଆସିଥିବା ବେଳେ ଆକ୍ରମଣର ଶିକାର ହୋଇଛନ୍ତି । ଆକ୍ରମଣ କରିବା ସହ ଥାନାରେ ବ୍ୟାପକ ଭଙ୍ଗାରୁଜା ମଧ୍ୟ ହୋଇଛି । ଘଟଣା ସ୍ଥଳରେ ଉତ୍ତେଜନା ଲାଗି ରହିଛି ।



