Monday, November 16, 2026
Home ଆଞ୍ଚଳିକ ଜଙ୍ଗଲରେ ଦନ୍ତାହାତୀର ମୃତ୍ୟୁ

ଜଙ୍ଗଲରେ ଦନ୍ତାହାତୀର ମୃତ୍ୟୁ

8

 ବ୍ରହ୍ମପୁର, ୨୪/୦୪/୨୧ (ଜିଲ୍ଲା ଖବର): ଗଞ୍ଜାମ ଜିଲ୍ଲା ଢଉଗାଁ ନିକଟ ଜଙ୍ଗଲରେ ଦନ୍ତାହାତୀର ମୃତ୍ୟୁ । ବନଖଣ୍ଡ ଅଧିକାରୀ ଓ ବନ ବିଭାଗ କର୍ମଚାରୀ ପହଞ୍ଚି ହାତୀର ମୃତଦେହ ବ୍ୟବଚ୍ଛେଦ କରି ପୋତି ଦେଇ ଚାଲିଆସିଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ । ବନ୍ୟଜନ୍ତୁଙ୍କୁ ସୁରକ୍ଷା ଦେବା ପାଇଁ ସରକାର ପୁଳା ପୁଳା ଟଙ୍କା ଖର୍ଚ୍ଚ କରୁଥିବାବେଳେ ସୋରଡା ବନବିଭାଗ ହାତୀକୁ ସୁରକ୍ଷା ଦେବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛି ।