Monday, November 16, 2026
Home ଆଞ୍ଚଳିକ ଖୋର୍ଦ୍ଧା ପୋଡାଡିହ ଗ୍ରାମ ବରସାହିକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

ଖୋର୍ଦ୍ଧା ପୋଡାଡିହ ଗ୍ରାମ ବରସାହିକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

7

ଖୋର୍ଦ୍ଧା,୨୫/୦୪/୨୧(ଜିଲ୍ଲା ଖବର) : ଖୋର୍ଦ୍ଧା ପୋଡାଡିହ ଗ୍ରାମ ବରସାହିକୁ କଣ୍ଟେନମେଣ୍ଟ ଜୋନ ଘୋଷଣା ।  ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି।  ଅବରୋଧ ଅଞ୍ଚଳରୁ ଯେପରି ଲୋକ ବାହାରକୁ ନଯିବେ ସେଥିପ୍ରତି ଧ୍ୟାନ ଦେବାକୁ ବ୍ଳକ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି । ଏହା ସହ ଏହି ଅଂଚଳରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନକୁ ବନ୍ଦ କରାଯାଇଛି । ଆସନ୍ତା 30 ତାରିଖ ରାତି 9ଟା ପର୍ଯ୍ୟନ୍ତ ବଳବତ୍ତର ରହିବ କଟକଣା । ଅବରୋଧ ଅଞ୍ଚଳକୁ ସାନିଟାଇଜ ପାଇଁ ବେଗୁନିଆ ଅଗ୍ନିଶମ ବାହିନୀକୁ ନିର୍ଦ୍ଦେଶ ଦିଆଯାଇଛି ।