Home ଜାତୀୟ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

17
Twitter

ନୂଆଦିଲ୍ଲୀ : ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । “ଭାରତର ସୁଯୋଗ୍ୟ ସନ୍ତାନ ଲୋକପ୍ରକାଶ ନାରାୟଣଙ୍କୁ ଜୟନ୍ତୀ ଅବସରରେ ମୋର ବିନମ୍ର ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରୁଛି । ଦେଶର ସ୍ୱାଧୀନତା ସଂଗ୍ରାମରେ ତାଙ୍କର ମହତ୍ୱପୂର୍ଣ୍ଣ ଯୋଗଦାନ ରହିଛି ଏବଂ ସ୍ୱାଧୀନତାର ପରବର୍ତ୍ତୀ ସମୟରେ ସେ ଗଣତନ୍ତ୍ରର ସୁରକ୍ଷା ପାଇଁ ଅତୁଳନୀୟ ଭୂମିକା ନିର୍ବାହ କରିଥିଲେ । ତାଙ୍କ ତ୍ୟାଗ ଓ ସମର୍ପଣ ଆମ ସମସ୍ତଙ୍କ ପାଇଁ ସର୍ବଦା ସ୍ମରଣୀୟ ହୋଇ ରହିବ ।”