Monday, November 16, 2026
Home ଆଞ୍ଚଳିକ ରାଜଧାନୀରୁ ଆଜି 1074 ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ 599

ରାଜଧାନୀରୁ ଆଜି 1074 ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ 599

18

ଭୁବନେଶ୍ଵର,୦୬/୦୫/୨୧ (ଜିଲ୍ଲା ଖବର) : ରାଜଧାନୀରୁ ଆଜି 1074 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 49 ହଜାର 330କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ 599 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରୁ ମୋଟ 39 ହଜାର 615 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ 9419 ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳେ 275 ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।