Monday, November 16, 2026
Home ଆଞ୍ଚଳିକ ରାଜ୍ୟରେ ଆଜି ମୋଟ ୮୫୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଜି ମୋଟ ୮୫୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ

18

ଭୁବନେଶ୍ଵର,୧୦/୦୫/୨୧ (ଜିଲ୍ଲା ଖବର) : ରାଜ୍ୟରେ ଆଜି ମୋଟ ୮୫୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ୪ ଲକ୍ଷ ୪୭ ହଜାର ୮୬୩ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛନ୍ତି।

ଖୋର୍ଦ୍ଧାରୁ ସର୍ବାଧିକ ୧୩୮୩ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୭୪୫, କଟକରୁ ୫୮୦, ପୁରୀରୁ ୫୩୦, ଝାରସୁଗୁଡ଼ାରୁ ୪୩୯, ବରଗଡ଼ରୁ ୪୩୮, ସମ୍ବଲପୁରରୁ ୪୧୪, ନବରଙ୍ଗପୁରରୁ ୩୯୯, ଅନୁଗୁଳରୁ ୩୪୮, ଯାଜପୁରରୁ ୩୩୪, ନୂଆପଡ଼ାରୁ ୨୬୬, ମୟୂରଭଞ୍ଜରୁ ୨୪୭, ଗଞ୍ଜାମରୁ ୨୨୬ ଜଣ, କଳାହାଣ୍ଡିରୁ ୧୯୩, ନୟାଗଡ଼ରୁ ୧୮୯, କେନ୍ଦୁଝରରୁ ୧୬୧, ବଲାଙ୍ଗିରରୁ ୧୫୯, ରାୟଗଡ଼ାରୁ ୧୫୬, ବାଲେଶ୍ବରରୁ ୧୫୪, ଜଗତସିଂହପୁରରୁ ୧୩୦, ଗଜପତିରୁ ୧୨୦, ସୋନପୁରରୁ ୧୦୩, ଦେବଗଡ଼ରୁ ୯୭, ଭଦ୍ରକରୁ ୯୦, କୋରାପୁଟରୁ ୮୮, ବୌଦ୍ଧରୁ ୭୨, କେନ୍ଦ୍ରାପଡ଼ାରୁ ୭୦, କନ୍ଧମାଳ ଓ ମାଲକାନଗିରିରୁ ୫୧ ଜଣ ଲେଖାଏଁ, ଢେଙ୍କାନାଳରୁ ୩୨ ଓ ଷ୍ଟେଟ୍ ପୁଲରୁ ୨୭୬ ଜଣ ସୁସ୍ଥ ହୋଇଛନ୍ତି ।