
ଖୋର୍ଦ୍ଧା,୨୪/୫(ଜିଲ୍ଲା ଖବର) : ବାତ୍ୟାକୁ ଦୃଷ୍ଟିରେ ରଖି ଲୋକଙ୍କୁ ସୁବିଧା ପାଇଁ ରାଜ୍ୟର ୧୦ଟି ଜିଲ୍ଲାରେ ଲକଡାଉନ୍ ନିୟମରେ ସାମାନ୍ୟ କୋହଳ କରିଛନ୍ତି ସରକାର । ଆଜି ଓ ଆସନ୍ତାକାଲି ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ଦିନ ଗୋଟାଏ ଯାଏ ଖୋଲା ରହିବ ଦୋକାନ । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ଜାରି ହୋଇଛି ନିର୍ଦ୍ଦେଶନାମା ।
ରିପୋର୍ଟ, ସଞ୍ଜୀବ କୁମାର


