Monday, November 16, 2026
Home ଆଞ୍ଚଳିକ କରୋନା ମହାମାରୀ, ରାଜ୍ୟରେ ଯାଉଛି ଜୀବନ

କରୋନା ମହାମାରୀ, ରାଜ୍ୟରେ ଯାଉଛି ଜୀବନ

7

ଭୁବନେଶ୍ୱର,୨୬/୦୫/୨୧ (ଜିଲ୍ଲା ଖବର) : ରାଜ୍ୟରେ କ୍ରମାଗତ ଭାବରେ ସଂକ୍ରମଣ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରି ସ୍ଥଳରେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ଆଜି ରାଜ୍ୟରେ ୩୫ କରୋନା ସଂକ୍ରମଣଙ୍କରେ ମୃତ୍ୟୁ ହୋଇଛି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା୨୫୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଯେଉଁଭଳି ଭାବରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି। ଠିକ୍ ସେହିପରି ରାଜ୍ୟରେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି।