Monday, November 16, 2026
Home ଆଞ୍ଚଳିକ ଉପୁଡ଼ିଲା ଗଛ, ଦୈତାରୀ – ପାରାଦ୍ୱୀପ ରାସ୍ତା ଅବରୋଧ

ଉପୁଡ଼ିଲା ଗଛ, ଦୈତାରୀ – ପାରାଦ୍ୱୀପ ରାସ୍ତା ଅବରୋଧ

6

୨୬/୦୫/୨୧ (ଜିଲ୍ଲା ଖବର) : ବାତ୍ୟା ୟଶ ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ବହୁଛି। ଉତ୍ତର ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି କରୁଛି ବାତ୍ୟା ପ୍ରଭାବ।

କେନ୍ଦୁଝର ଜିଲ୍ଲାରେ ଏହାର ପ୍ରଭାବରେ ଗତକାଲିଠାରୁ ତୁହାକୁ ତୁହା ବର୍ଷା ହେଉଛି। ଆଜି ସକାଳୁ ହରିଚନ୍ଦନପୁର ବ୍ଲକରେ ପବନର ବେଗ ବଢ଼ିବାରୁ ହରିଚନ୍ଦନପୁର ବ୍ଲକ ବ୍ରାହ୍ମଣୀପାଳ ରାସ୍ତା ଉପରେ ଏକ ବିରାଟ ଗଛ ଉପୁଡି ପଡିଛି। ଫଳରେ ଦୈତାରୀ – ପାରାଦ୍ୱୀପ ରାସ୍ତା ଅବରୋଧ ହୋଇଛି।