Monday, November 16, 2026
Home ଆଞ୍ଚଳିକ ଆଜି ମହାମାରୀ କରୋନା ନେଇଛି ୩୩ ଜଣଙ୍କ ପ୍ରାଣ

ଆଜି ମହାମାରୀ କରୋନା ନେଇଛି ୩୩ ଜଣଙ୍କ ପ୍ରାଣ

10

ଭୁବନେଶ୍ୱର, ୩୦/୦୫/୨୧ (ଜିଲ୍ଲା ଖବର) : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ପୁଣି ସଂଖ୍ୟା ଧିରେ ଧିରେ ବଢିବାରେ ଲାଗିଛି । ଦିନକୁ ଦିନ ରାଜ୍ୟରେ ସଂକ୍ରମଣ ବଢ଼ୁଛି, ଠିକ ସେହିପରି ମୃତ୍ୟୁ ସଂଖ୍ୟା ବି ବଢ଼ୁଛି । ଆଜି ରାଜ୍ୟରେ କରୋନା ନେଇଛି ୩୩ ଜଣଙ୍କ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୧୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ସୂଚନାନୁସାରେ,ଗତ ୨୪ ଘଣ୍ଟା ମଧ୍ୟରେ ୯୫୪୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।