Monday, November 16, 2026
Home ଆଞ୍ଚଳିକ ଆଜି ରାଜ୍ୟରେ ୮ ହଜାର ୮୩୯ ଜଣ କରୋନା ସଂକ୍ରମିତ ଚିହ୍ନଟ

ଆଜି ରାଜ୍ୟରେ ୮ ହଜାର ୮୩୯ ଜଣ କରୋନା ସଂକ୍ରମିତ ଚିହ୍ନଟ

4

ଭୁବନେଶ୍ୱର,୦୩/୦୬/୨୧ (ଜିଲ୍ଲା ଖବର) : ଆଜି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ହଜାର ୮୩୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ପଜିଟିଭ ଆକ୍ରାନ୍ତ ୪୯୪୮ କ୍ବାରାଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୮୯୧ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୯୦ ହଜାର ୯୭୦ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।