ଭୁବନେଶ୍ୱର,୦୯/୦୬/୨୧ (ଜିଲ୍ଲା ଖବର) : ଆଜି ରାଜ୍ୟରେ 6019 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ 3397 ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ରହିଛି 2622।