Saturday, October 10, 2026
Home ଅପରାଧ ଖୋର୍ଦ୍ଧା 16 ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, 4 ଗୁରୁତର

ଖୋର୍ଦ୍ଧା 16 ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, 4 ଗୁରୁତର

9

ଖୋର୍ଦ୍ଧା, ୨୦/୦୬/୨୧ (ଜିଲ୍ଲା ଖବର) :  ଖୋର୍ଦ୍ଧା ୧୬ନମ୍ବର ଜାତୀୟ ରାଜପଥ ଗୟାବନ୍ଧ ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଦୁଇଟି ମାଲବାହୀ ଟ୍ରକ ମଧ୍ୟରେ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ 4ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି।