ଭୁବନେଶ୍ୱର,୨୧/୦୬/୨୧ (ଜିଲ୍ଲା ଖବର) : କରୋନାର ଦ୍ୱିତୀୟ ଲହର ପ୍ରଭାବ କମି କମି ଆସୁଛି। ରାଜ୍ୟରେ ଦୈନିକ ସଂକ୍ରମଣ ସଂଖ୍ୟା ମଧ୍ୟ ହ୍ରାସ ପାଉଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୩ ହଜାର ୩୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରେଣ୍ଟିନରେ ୧,୭୩୮ ଥିବାବେଳେ ଲୋକାଲ କେସ୍ ୧,୨୯୩ ରହିଛି।