Wednesday, November 11, 2026
Home ଆଞ୍ଚଳିକ ଯୋଗ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଯୋଗ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

6

୨୧/୦୬/୨୧ (ଜିଲ୍ଲା ଖବର) : ଆଜି ଆନ୍ତର୍ଜାତିକ ଯୋଗ ଦିବସ । ଏହି ଅବସରରେ ସମସ୍ତ ସାମାଜିକ ଦୂରତ୍ବ ନିୟମ ମାନି ଘରେ ପରିବାର ଲୋକଙ୍କ ସହିତ ଯୋଗ ଦିବସ ପାଳନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସାଧାରଣଙ୍କୁ ନିବେଦନ କରିଛନ୍ତି।

ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଯୋଗ କରୁଥିବାର ଦୃଶ୍ୟ ସାମ୍ନାକୁ ଆସିଛି। ଯୋଗ କରିବା ଦ୍ୱାରା ମନ ସୁସ୍ଥ ରହେ, ଦେହ ବି ସୁସ୍ଥ ରହିବା ଦ୍ୱାରା ଆମକୁ ଆକ୍ଟିଭ ରଖେ।