Monday, November 16, 2026
Home ଆଞ୍ଚଳିକ ଆନ୍ତର୍ଜାତୀୟ ଯୋଗ ଦିବସର ଶୁଭେଚ୍ଛା ଦେଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ଆନ୍ତର୍ଜାତୀୟ ଯୋଗ ଦିବସର ଶୁଭେଚ୍ଛା ଦେଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

11

୨୧/୦୬/୨୧ (ଜିଲ୍ଲା ଖବର) :  ଆଜି ଆନ୍ତର୍ଜାତିକ ଯୋଗ ଦିବସ ।  ଦେଶ କରୋନା ମହାମାରୀକୁ ମୁକାବିଲା କରୁଥିବା ବେଳେ ଯୋଗ ଆଶାର କିରଣ ହୋଇଛି । ପ୍ରତ୍ୟକ ବ୍ୟକ୍ତି ଆତ୍ମସମୀକ୍ଷା କରିବାର ଆବଶ୍ୟକତା ରହିଛି। ଆଜି ସମଗ୍ର ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ହେଉଛି ।

ଏହାସହ ବାଲୁକା କଳା ମାଧ୍ୟମରେ ଆନ୍ତର୍ଜାତୀୟ ଯୋଗ ଦିବସର ଶୁଭେଚ୍ଛା ଦେଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। 
କରୋନାରେ ଶରୀରକୁ ସୁସ୍ଥ ରଖିବା ପାଇଁ ବାଲୁକା କଳା ମାଧ୍ୟମରେ ଲୋକଙ୍କୁ ସଚେତନତାର ବାର୍ତା ଦେଉଛନ୍ତି ବାଲିକା ଚିତ୍ର ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ।