
୨୭/୦୬/୨୧ (ଜିଲ୍ଲା ଖବର) : ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍ ଜାରି ରହିଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୪୦୮ କରୋନା ପଜିଟିଭ୍ । କ୍ୱାରେନଣ୍ଟାଇନରୁ ୧୯୪୩ ଜଣ ଚିହ୍ନଟ ହୋଇଥିବା ବେଳେ ୧୪୬୫ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୦୦୪୭୦ ଜଣ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।


