Monday, November 16, 2026
Home ଆଞ୍ଚଳିକ ରାଜ୍ୟରେ ବର୍ଷା ଜାରି, ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା

ରାଜ୍ୟରେ ବର୍ଷା ଜାରି, ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା

5

ଭୁବନେଶ୍ୱର, ୨୮/୦୬/୨୧ (ଜିଲ୍ଲା ଖବର) : ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା । କେଉଁ କେଉଁ ସ୍ଥାନରେ ଅଧିକ ବର୍ଷା ହେଉଥିବାବେଳେ ଆଉ କେଉଁଠି ଅଳ୍ପ ବର୍ଷା ହେଉଥିବା ଆକଳନ କରାଯାଇଛି। ଆଗାମୀ ୨୪ ଘଣ୍ଟାରେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, ପୁରୀ, କଟକ, ଗଂଜାମ, ଗଜପତି ସମେତ ଅଭ୍ୟନ୍ତରରୀଣ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପୂର୍ବନୁମାନ କରାଯାଇଛି ପାଣିପାଗ ବିଭାଗ ।

ଆଜି ବି କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ ଭାବେ ୪ ଜିଲ୍ଲା କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ ନୂଆପଡ଼ାରେ ପ୍ରବଳ ବର୍ଷା ହୋଇପାରେ ।