Monday, November 16, 2026
Home ଆଞ୍ଚଳିକ କମୁଛି ସଂକ୍ରମଣ, ଚିହ୍ନଟ ହେଲେ ୩୩୭୧ ପଜିଟିଭ

କମୁଛି ସଂକ୍ରମଣ, ଚିହ୍ନଟ ହେଲେ ୩୩୭୧ ପଜିଟିଭ

9

ଭୁବନେଶ୍ୱର, ୩୦/୦୬/୨୧ (ଜିଲ୍ଲା ଖବର) :ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୩୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

 ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୯୮୦୦ ରେ ପହଞ୍ଚିଛି ।  ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୨୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୪୪୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।