Wednesday, July 22, 2026
Home ଜାତୀୟ ଧନତେରସ ଉପଲକ୍ଷେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

ଧନତେରସ ଉପଲକ୍ଷେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

23

ନୂଆଦିଲ୍ଲୀ, ୨୬/୧୦ : ପବିତ୍ର ଧନତେରସ ଉପଲକ୍ଷେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।“ଧନତେରସର ଶୁଭ ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା । ଧନତେରସର ସ୍ୱତନ୍ତ୍ର ଅବସରରେ ଅଭିନନ୍ଦନ”,ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।