Wednesday, October 14, 2026
Home ଆଞ୍ଚଳିକ ବାଲିଗୁଡାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ ପଜିଟିଭ ଚିହ୍ନଟ ଏମସରେ ଭର୍ତ୍ତି

ବାଲିଗୁଡାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ ପଜିଟିଭ ଚିହ୍ନଟ ଏମସରେ ଭର୍ତ୍ତି

41

ବାଲିଗୁଡା,୦୧/୦୭ {ସୁକାନ୍ତ କୁମାର ତ୍ରିପାଠୀ} : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ କରେନ୍ଦ୍ର ମାଝୀ ବୁଧବାର କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଭୁବନେଶ୍ବର ସ୍ଥିତ ଏମସରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ଆଶୁ ଆରୋଗ୍ୟ ପାଇଁ ତାଙ୍କ ଶୁଭେଛୁ ଓ ସମର୍ଥକ କାମନା କରିଛନ୍ତି l