Monday, November 16, 2026
Home ଆଞ୍ଚଳିକ ରାଜ୍ୟରେ ଆଉ 3222 ପଜିଟିଭ ଚିହ୍ନଟ, B ଜୋନରୁ ସର୍ବାଧିକ

ରାଜ୍ୟରେ ଆଉ 3222 ପଜିଟିଭ ଚିହ୍ନଟ, B ଜୋନରୁ ସର୍ବାଧିକ

28

୦୨/୦୭/୨୧ (ଜିଲ୍ଲା ଖବର) :  ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ ୩ ହଜାର ଉପରେ ରହୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ ହଜାର ୨୨୨ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୮୩୮ଟି ପଜିଟିଭ୍ ମାମଲା ଆସିଥିବା ବେଳେ ୧୩୮୪ଟି ମାମଲା ହେଉଛି ସ୍ଥାନୀୟ ସଂକ୍ରମଣ । କଟକ ଜିଲ୍ଲାରୁ ସର୍ବାଧିକ ୯୧୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୨୨ ଜଣଙ୍କ ନମୁନା ପଜିଟିଭ୍ ଆସିଛି ।