Friday, November 13, 2026
Home ଆଞ୍ଚଳିକ ଆଜି ରାଜ୍ୟରେ ୨୪୮୭ କରୋନା ପଜିଟିଭ ଚିହ୍ନଟ

ଆଜି ରାଜ୍ୟରେ ୨୪୮୭ କରୋନା ପଜିଟିଭ ଚିହ୍ନଟ

12

ଭୁବନେଶ୍ୱର,୦୬/୦୭/୨୧ (ଜିଲ୍ଲା ଖବର) : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟାରେ ୨ଶହରୁ କମ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦିନକରେ ୨୪୮୭ ସଂକ୍ରମଣ ମାମଲା ଆସିଛି । କ୍ୱାରେଣ୍ଟାଇନରୁ ୧୪୨୮ଟି ମାମଲା ଆସିଥିବା ବେଳେ ୧୦୫୯ଟି ହେଉଛି ସ୍ଥାନୀୟ ସଂକ୍ରମଣ ମାମଲା । କଟକରୁ ସର୍ବାଧିକ ୪୨୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୦୭ଟି ପଜିଟିଭ୍ କେସ୍ ଆସିଛି ।