Saturday, November 14, 2026
Home ଆଞ୍ଚଳିକ ଆଜି ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୨୮୦୬ କରୋନା ପଜିଟିଭ୍

ଆଜି ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୨୮୦୬ କରୋନା ପଜିଟିଭ୍

8

ଭୁବନେଶ୍ୱର,୦୯/୦୭/୨୧ (ଜିଲ୍ଲା ଖବର) : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୮୦୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩୫୧୩୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୧୩ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୧୯୩ ଜଣ ଲୋକାଲ୍ କେସ୍ ରହିଛନ୍ତି ।