Monday, November 16, 2026
Home ଆଞ୍ଚଳିକ ରାଜ୍ୟରେ ଆଜି ମୋଟ ୨୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଜି ମୋଟ ୨୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ

7

ଭୁବନେଶ୍ଵର, ୦୯/୦୭/୨୧ (ଜିଲ୍ଲା ଖବର) : ରାଜ୍ୟରେ ଆଜି ମୋଟ ୨୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ୯ ଲକ୍ଷ ୩ ହଜାର ୧୭୮ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛନ୍ତି। 

କଟକରୁ ସର୍ବାଧିକ ୪୯୬ ଜଣ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୪୦, ବାଲେଶ୍ବରରୁ ୩୯୬, ମୟୂରଭଞ୍ଜରୁ ୨୧୯, ପୁରୀରୁ ୧୮୮, ଯାଜପୁରରୁ ୧୬୨, ନୟାଗଡରୁ ୧୩୦, ଭଦ୍ରକରୁ ୧୨୮, ମାଳାକାନାଗିରିରୁ ୮୮, ଜଗତସିଂହପୁରରୁ ୮୬, କେନ୍ଦ୍ରାପଡାରୁ ୭୦, କୋରାପୁଟରୁ ୪୯, ଢେଙ୍କାନାଳରୁ ୪୫, କେନ୍ଦୁଝରରୁ ୩୮, ଅନୁଗୁଳରୁ ୩୫, ସମ୍ବଲପୁରରୁ ୩୧, ନବରଙ୍ଗପୁରରୁ ୩୦, ସୁନ୍ଦରଗଡରୁ ୨୧, ରାୟଗଡାରୁ ୨୦, ସୋନପୁରରୁ ୨୦, ବୌଦ୍ଧରୁ ୧୯, ବରଗଡରୁ ୧୬, ଝାରସୁଗୁଡାରୁ ୧୬, କଳାହାଣ୍ଡିରୁ ୧୬, ଗଞ୍ଜାମରୁ ୧୫, କନ୍ଧମାଳରୁ ୧୪, ବଲାଙ୍ଗୀରିରୁ ୧୨, ନୂଆପଡାରୁ ୧୨, ଗଜପତିରୁ ୯, ଦେବଗଡରୁ ୨ ଏବଂ ଷ୍ଟେଟ ପୁଲରୁ ୭୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।