Monday, November 16, 2026
Home ଆଞ୍ଚଳିକ ରାଜ୍ୟରେ କରୋନା ନେଇଛି ୫୮ ଜଣଙ୍କ ମୁଣ୍ଡ

ରାଜ୍ୟରେ କରୋନା ନେଇଛି ୫୮ ଜଣଙ୍କ ମୁଣ୍ଡ

7

ଭୁବନେଶ୍ୱର,୧୦/୦୭/୨୧ (ଜିଲ୍ଲା ଖବର) : ରାଜ୍ୟରେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୫୮ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୫୩୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାନୁସାରେ, ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ସଂଖ୍ୟା କମୁଥିବାବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନି। ଯାହାକୁ ନେଇ ଚିନ୍ତାରେ ରାଜ୍ୟବାସୀ।