
ଭୁବନେଶ୍ୱର,୧୦/୦୭/୨୧ (ଜିଲ୍ଲା ଖବର) : ଜୁନ ପରେ ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩୭୪୭୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୪୨ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୯୯୨ ଜଣ ଲୋକାଲ୍ କେସ୍ ରହିଛନ୍ତି ।


