Thursday, November 12, 2026
Home ଆଞ୍ଚଳିକ ଆସନ୍ତାକାଲି ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନ !

ଆସନ୍ତାକାଲି ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନ !

14

ସମ୍ୱଲପୁର,୧୦/୦୭/୨୧ (ଜିଲ୍ଲା ଖବର) : ଆସନ୍ତାକାଲି ପୂର୍ବାହ୍ନ ୧୧ଟାରେ ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ । ଏ ନେଇ ତଳମୁଣ୍ଡର ୧୨ଟି ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ସତର୍କ ସୂଚନା ଜାରି କରାଯାଇଛି । ତେବେ ଜଳସ୍ତର କ୍ରମାଗତ ଭାବରେ ବୃଦ୍ଧି ପାଉଥିବାରୁ ଏଭଳି ନିଷ୍ପତ୍ତି ନେଇଛନ୍ତି ଡ୍ୟାମ କର୍ତ୍ତୃପକ୍ଷ।

ଫଳରେ ନଦୀ ଭିତରକୁ ଯିବା ପାଇଁ ବାରଣ କରାଯାଇଛି । ଏ ନେଇ ଲିଖିତ ଭାବେ ଅବଗତ କରିଛନ୍ତି ହୀରାକୁଦ ଡ୍ୟାମର ଅତିରିକ୍ତ ମୁଖ୍ୟଯନ୍ତ୍ରୀ।