Monday, November 16, 2026
Home ଆଞ୍ଚଳିକ ମହାପ୍ରଭୁ ସମସ୍ତଙ୍କର ମଙ୍ଗଳ କରନ୍ତୁ: ଧର୍ମେନ୍ଦ୍ର ପ୍ରଧାନ

ମହାପ୍ରଭୁ ସମସ୍ତଙ୍କର ମଙ୍ଗଳ କରନ୍ତୁ: ଧର୍ମେନ୍ଦ୍ର ପ୍ରଧାନ

14

୧୨/୦୭/୨୧ (ଜିଲ୍ଲା ଖବର) :  ପବିତ୍ର ରଥଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  । ପୂର୍ବ ବର୍ଷ ଭଳି ଚଳିତବର୍ଷ ମଧ୍ୟ ବିନା ଭକ୍ତରେ ହେଉଛି ରଥଯାତ୍ରା । ଫଳରେ ଭକ୍ତଙ୍କ ମନରେ ନିରାଶ ଭାବ ପ୍ରକାଶ ପାଇଛି । କରୋନାରୁ ବିଶ୍ୱକୁ ମୁକ୍ତି ପାଇଁ ଚତୁର୍ଦ୍ଧାମୂର୍ତ୍ତିଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି । ଆଜି ଜଗତରନାଥ ଜଗନ୍ନାଥଙ୍କ ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା। ଭକ୍ତ ବିନା ରଥ ଟଣା ହେବ।