Monday, November 16, 2026
Home ଆଞ୍ଚଳିକ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୯୩୦ ଆକ୍ରାନ୍ତ

୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୯୩୦ ଆକ୍ରାନ୍ତ

6

ଭୁବନେଶ୍ୱର,୧୩/୦୭/୨୧ (ଜିଲ୍ଲା ଖବର) : ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍ ଜାରି ରହିଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୯୩୦ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୭ ଜଣ କ୍ୱାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୧୩ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୪୩୬୭୫ ଜଣ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।