Monday, November 16, 2026
Home ଆଞ୍ଚଳିକ ରାଜ୍ୟରେ ଆଜି ମୋଟ ୨୯୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଜି ମୋଟ ୨୯୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ

11

ଭୁବନେଶ୍ଵର, ୧୩/୦୭/୨୧ (ଜିଲ୍ଲା ଖବର)  : ରାଜ୍ୟରେ ଆଜି ମୋଟ ୨୯୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ୯ ଲକ୍ଷ ୧୫ ହଜାର ୪୦୦ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ  ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛନ୍ତି। 

ଖୋର୍ଦ୍ଧାରୁ ସର୍ବାଧିକ ୫୫୨ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୪୬୦, ଯାଜପୁରରୁ ୨୧୫, ବାଲେଶ୍ବରରୁ ୨୦୬, ପୁରୀରୁ ୧୬୦, ଭଦ୍ରକରୁ ୧୫୮, ମୟୂରଭଞ୍ଜରୁ ୧୫୭, କେନ୍ଦ୍ରାପଡାରୁ ୧୧୫, ନୟାଗଡରୁ ୧୧୫, ଜଗତସିଂହପୁରରୁ ୧୦୬, ଅନୁଗୁଳରୁ ୮୬, ଢେଙ୍କାନାଳରୁ ୮୪, କୋରାପୁଟରୁ ୭୩, ସୁନ୍ଦରଗଡରୁ ୪୮, ମାଲକାନାଗିରିରୁ ୪୫, କେନ୍ଦୁଝରରୁ ୩୮, ସମ୍ବଲପୁରରୁ ୩୨, ବଲାଙ୍ଗୀରିରୁ ୨୮, ନବରଙ୍ଗପୁରରୁ ୨୪, ରାୟଗଡାରୁ ୨୪, କଳାହାଣ୍ଡିରୁ ୨୧, ଝାରସୁଗୁଡାରୁ ୧୬, ବରଗଡରୁ ୧୫, ସୋନପୁରରୁ ୧୩, କନ୍ଧମାଳରୁ ୧୨, ଦେବଗଡରୁ ୯, ଗଜପତିରୁ ୯, ଗଞ୍ଜାମରୁ ୫, ନୂଆପଡାରୁ ୫, ବୌଦ୍ଧରୁ ୫ ଏବଂ ଷ୍ଟେଟ ପୁଲରୁ ୧୦୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।