Monday, November 16, 2026
Home ଆଞ୍ଚଳିକ ଗତ 24 ଘଣ୍ଟାରେ ଆଉ 2070 ନୂଆ ପଜିଟିଭ ଚିହ୍ନଟ

ଗତ 24 ଘଣ୍ଟାରେ ଆଉ 2070 ନୂଆ ପଜିଟିଭ ଚିହ୍ନଟ

6

୧୬/୦୭/୨୧ (ଜିଲ୍ଲା ଖବର) :  ରାଜ୍ୟରେ ତଳ ମୁହାଁ ହେଉଛି କରୋନା ସଂକ୍ରମଣ ଗ୍ରାଫ୍‌ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୦୭୦ ଜଣ କରୋନା ଆକ୍ରାନ୍ତ । ଆଜି ୧୧୯୫ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୭୫ ଜଣ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୯ ହଜାର ୯୨୯ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।