Wednesday, November 11, 2026
Home ଆଞ୍ଚଳିକ ଆଜି ରାଜ୍ୟରେ ୨୧୮୨ କରୋନା ସଂକ୍ରମିତ ଚିହ୍ନଟ

ଆଜି ରାଜ୍ୟରେ ୨୧୮୨ କରୋନା ସଂକ୍ରମିତ ଚିହ୍ନଟ

9

ଭୁବନେଶ୍ୱର, ୧୭/୦୭/୨୧ (ଜିଲ୍ଲା ଖବର) :  ତେବେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହୋଉଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ହଠାତ୍ ବୃଦ୍ଧିପାଇଛି। ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଆଉ ୨୧୮୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୫୮ କ୍ଵାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୯୨୪ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୯ ଲକ୍ଷ ୫୨ ହଜାର ୧୧୧ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।