Sunday, November 15, 2026
Home ଆଞ୍ଚଳିକ ଆଜି ରାଜ୍ୟରେ ୧୮୬୪ କରୋନା ପଜିଟିଭ ଚିହ୍ନଟ

ଆଜି ରାଜ୍ୟରେ ୧୮୬୪ କରୋନା ପଜିଟିଭ ଚିହ୍ନଟ

9

ଭୁବନେଶ୍ୱର, ୨୪/୦୭/୨୧ (ଜିଲ୍ଲା ଖବର) :  ଗତ ପାଞ୍ଚଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ତିନିଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୮୬୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୦୮୨ ଓ ସ୍ଥାନୀୟ ଅଞ୍ଚଳରୁ ୭୮୨ ଜଣ ଚିହ୍ନଟ ହୋଇଛନ୍ତି ।