
ବଲାଙ୍ଗୀର, ୨୪/୦୭/୨୧ (ଜିଲ୍ଲା ଖବର) : ଭିଜିଲାନ୍ସ ଜାଲରେ ବଲାଙ୍ଗୀର ତୁରେକେଲା ବ୍ଲକ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ । GPEO ଗୋବିନ୍ଦ ଭୋଇଙ୍କୁ ଜେରା କଲେ ବିଭାଗୀୟ ଅଧିକାରୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର, ବରଗଡ, ବଲାଙ୍ଗୀର, ସୋନପୁରରେ ଏକାକାଳୀନ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ ।
ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ପଟେଲ କଲୋନୀ ସ୍ଥିତ ବାସଭବନ ସହ ଧଣ୍ଡାମୁଣ୍ଡା ପୈତୃକ ବାସଭବନ, ତୁରେକେଲା, ମୁରିବାହାଲ ବ୍ଲକ କାର୍ଯ୍ୟଳୟ ଏବଂ ତାଙ୍କ ଫୋଟୋ ଷ୍ଟୁଡିଓରେ ଚଢ଼ାଉ ହୋଇଛି ।



