Sunday, November 15, 2026
Home ଆଞ୍ଚଳିକ ଆଜି ରାଜ୍ୟରେ ୧୭୦୩ କରୋନା ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟରେ ୧୭୦୩ କରୋନା ପଜିଟିଭ୍ ଚିହ୍ନଟ

9

ଭୁବନେଶ୍ୱର,୨୮/୦୭/୨୧ (ଜିଲ୍ଲା ଖବର) : ଜୁନ ପରେ ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା ।  ଗତ ୨୪ ଘଣ୍ଟା ମଧ୍ୟରେ ୧୭୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୨୫୧୭ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮୮ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୭୧୫ ଜଣ ଲୋକାଲ୍ କେସ୍ ରହିଛନ୍ତି ।